John 1:12 — Compare Translations

7 translations compared side by side

Odia - 1840
"ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଅଳ୍ପ କେତେକ ଲୋକ ତାହାଙ୍କୁ ଗ୍ରହଣ କଲେ, ସେମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କଲେ, ସେ ସେମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ପ୍ରଦାନ କଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕೊನ್‍ ಕೊನ್ ತೆಕಾ ಸ್ವಿಕಾರ್ ಕರಲ್ಲ್ಯಾನಿ, ತೆಚ್ಯಾ ನಾವಾ ವರ್ತಿ ವಿಶ್ವಾಸ್ ಥವ್ತಲ್ಯಾ ತೆಂಕಾ ತೆನಿ ದೆವಾಚಿ ಪೊರಾ ಹೊತಲೆ ಅದಿಕಾರ್ ತೆನಿ ದಿಲ್ಲ್ಯಾನ್.