John 1:13 — Compare Translations
7 translations compared side by side
Odia - 1840
"ସହେି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସମାନେେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନକରି ପରମେଶ୍ବରଙ୍କ ଠାରୁ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସେମାନେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନ କରି ପରମେଶ୍ୱରଙ୍କଠାରୁ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಸೆಚ್ ದೆವಾಚ್ಯಾ ಪೊರಾಚ್ಯಾ ರುಪಾತ್ ಸ್ವಾಬಾವಿಕ್ ನ್ಹಯ್ ಅನಿ ರಗ್ತಾನ್ ನ್ಹಯ್ ಎಕ್ ಮಾನ್ಸಾಚ್ಯಾ ಸಮಂದಾಚ್ಯಾ ಆಶ್ಯಾನ್ ನ್ಹಯ್ ಅನಿ ಬಾಯ್ ಬಾಬಾಚ್ಯಾ ಅಶೆ ವೈನಾ ತೆನಿ ಉಪ್ಜುಕ್ನ್ಯಾತ್, ದೆವುಚ್ ಖುದ್ದ್ ತೆಂಚೊ ಬಾಬಾ.