John 1:14 — Compare Translations
7 translations compared side by side
Odia - 1840
"ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಬ್ದ್ ಮಾನುಸ್ ಹೊಲೊ ಅನಿ ಕುರ್ಪೆನ್ ಅನಿ ಖರ್ಯಾನ್ ಅಮ್ಚ್ಯಾ ಮದ್ದಿ ತೆನಿ ಜಿವನ್ ಕರ್ಲ್ಯಾನ್. ಅನಿ ಅಮಿ ತೆಚಿ ಮಹಿಮಾ ಬಗಟ್ಲಾವ್. ದೆವಾಚ್ಯಾ ಎಕ್ಲ್ಯಾಚ್ ಲೆಕಾನ್ ಅಪ್ನಾಚ್ಯಾ ಬಾಬಾಕ್ನಾ ಘೆಟಲ್ಲಿ ಮಹಿಮಾ.
Recommended Reading