John 1:15 — Compare Translations
7 translations compared side by side
Odia - 1840
"ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସମ୍ପର୍କରେ ସାକ୍ଷ୍ୟ ଦେଇ ଯୋହନ ଉଚ୍ଚ ସ୍ୱରରେ କହିଲେ: “ଏହାଙ୍କ ବିଷୟରେ ମୁଁ କହୁଥିଲି, “ମୋ’ଠାରୁ ମହାନ୍, କାରଣ ମୋର ଜନ୍ମ ପୂର୍ବରୁ ତାଙ୍କର ସ୍ମୃତି ଅଛି’।”
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ। ସେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ଠାରୁ ବହୁତ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ।‘”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
Odia IRV 2017 (ଓଡିଆ ବାଇବେଲ)
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾನ್ ತೆಚ್ಯಾ ವಿಶಯಾತ್ ಸಾಕ್ಷಿ ದಿವ್ನ್, ಬೊಬ್ ಮಾರುನ್ ಸಾಂಗಟ್ಲ್ಯಾನ್" ಮಿಯಾ ಕೊನಾಚ್ಯಾ ವಿಶಯಾತ್ ಸಾಂಗಟ್ಲಾ ಕಿ ತೊಚ್ ತೊ. ತೊ ಮಾಜ್ಯಾ ಮಾನಾ ಯೆತಾ, ಖರೆ ತೊ ಮಾಜ್ಯಾನ್ಕಿ ಮೊಟೊ, ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಮಿಯಾ ಉಪ್ಜುಚ್ಯಾಕಿ ಅದ್ದಿಚ್ಯಾನುಚ್ ಹೊತ್ತೊ.