John 1:16 — Compare Translations

7 translations compared side by side

Odia - 1840
"'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପୂର୍ଣ୍ଣତାରୁ ଆମେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
‘ବାକ୍ୟ’ ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಮಾಪುಕ್ ಹೊಯ್ನಾ ತವ್ಡ್ಯಾ ಮೊಟ್ಯಾ ಕುರ್ಪೆನ್ ತೊ ಅಮ್ಕಾ ಸಗ್ಳ್ಯಾಕ್ನಿ ಕುರ್ಪೆಚ್ಯಾ ವರ್ತಿ ಕುರ್ಪಾ ದಿತಾ.