John 1:17 — Compare Translations
7 translations compared side by side
Odia - 1840
"ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ମୋଶାଙ୍କ ଦ୍ୱାରା ବିଧିବ୍ୟବସ୍ଥା ପ୍ରଦାନ କଲେ। କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ଜଗତକୁ ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ଦ୍ୱାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಖಾಯ್ದೆ ಮೊಯ್ಜೆಕ್ನಾ ದಿಲ್ಯಾನ್ ಖರೆ ಕುರ್ಪಾ ಅನಿ ಖರೆಪಾನ್ ಜೆಜು ಕ್ರಿಸ್ತಾ ವೈನಾ ಯೆತಾ.