John 1:18 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ। ତାଙ୍କ ସହିତ ଥିବା କେବଳ ତାଙ୍କର ଅଦ୍ୱିତୀୟ ପୁତ୍ର ତାଙ୍କୁ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦେଖାଇ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ಕೊನ್ಬಿ ಕದ್ದಿಚ್ ಬಗಟಲ್ಲೆ ನಾ, ಖರೆ ಬಾಬಾನ್ ದೆವಾಚ್ಯಾ ಸರ್ಕೊ ಅನಿ ಅಪ್ನಾಚ್ಯಾ ಜಿವಾತ್ ಜಿವ್ ಹೊವ್ನ್ ಹೊತ್ತ್ಯಾ ಅಪ್ನಾಚ್ಯಾ ಎಕ್ಲ್ಯಾಚ್ ಲೆಕಾಕ್ ಎವ್ಡೆಚ್ ಅಪ್ನಾಕ್ ದಾಕ್ವುನ್ ದಿಲ್ಯಾನಾಯ್.