John 1:19 — Compare Translations
7 translations compared side by side
Odia - 1840
"ୟିରୂଶାଲମରୁ ଯିହୂଦୀମାନେ କେତକେ ଯାଜକ ଓ ଲବେୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। ତୁମ୍ଭେ କିଏ? ଏହା ତାହାଙ୍କୁ ପଚାରିବା ପାଇଁ ଯିହୂଦୀମାନେ ସମାନଙ୍କେୁ ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମର ଇହୁଦୀ କର୍ତ୍ତୃପକ୍ଷ କେତେ ଜଣ ଧର୍ମଯାଜକ ଓ ଲେବୀୟମାନଙ୍କୁ ଯୋହନଢ଼ଙ୍କ ନିକଟକୁ ପଠାଇଲେ। ସେମାନେ ତାଙ୍କୁ ପଚାରିଲେ, “ଆପର କିଏ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିଷୟରେ ଯୋହନ ଲୋକମାନଙ୍କୁ କହନ୍ତି ଯିରୁଶାଲମରୁ ଯିହୂଦୀମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। “ତୁମ୍ଭେ କିଏ?” ଏହା ତାହାଙ୍କୁ ପଗ୍ଭରିବା ପାଇଁ ଯିହୂଦୀମାନେ ସେମାନଙ୍କୁ ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾಚಿ ಜುದೆವಾಂಚ್ಯಾ ಮುಖಂಡಾನಿ ಉಲ್ಲ್ಯಾ ಯಾಜಕಾಕ್ನಿ, ಅನಿ ಲೆವಿತಾಕ್ನಿ, ಜುವಾಂವಾಕ್ಡೆ “ತಿಯಾ ಕೊನ್?” ಮನುನ್ ಇಚಾರುಸಾಟ್ನಿ ಜುವಾಂವಾಕ್ಡೆ ಧಾಡುನ್ ದಿಲ್ಲ್ಯಾನಿ.
Recommended Reading