John 1:2 — Compare Translations

7 translations compared side by side

Odia - 1840
"ସହେି ବାକ୍ଯ ଆରମ୍ଭରୁ ପରମେଶ୍ବରଙ୍କ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୃଷ୍ଟିର ପ୍ରାରମ୍ଭରୁ ସେହି ବାକ୍ୟ ହିଁ ଈଶ୍ୱରଙ୍କ ସଙ୍ଗରେ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜಗ್ ರಚುಚ್ಯಾ ಅದ್ದಿಕ್ನಾಚ್ ದೆವಾಚ್ಯಾ ವಾಂಗ್ಡಾ ಹೊತ್ತೊ.