John 1:21 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ଯୋହନଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କିଏ? ତୁମ୍ଭେ କ'ଣ ଏଲିୟ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପୁଣି ତାଙ୍କୁ ପ୍ରଶ୍ନ କଲେ, “ତେବେ ଆପଣ କିଏ? ଆପଣ କ’ଣ ଏଲୀୟ?” ଯୋହନ ‘ନାହିଁ’ କରିବାରୁ ସେମାନେ ଆଉ ଥରେ ପଚାରିଲେ, “ଆମେ ଯେଉଁ ଭାବବାଦୀଙ୍କୁ ପ୍ରତୀକ୍ଷା କରୁଛୁ, ଆପଣ କ’ଣ ସେହି?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୋହନଙ୍କୁ ପଗ୍ଭରିଲେ, ତାହାହେଲେ “ତୁମ୍ଭେ କିଏ? ତୁମ୍ଭେ କ’ଣ ଏଲିୟ?” ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।” ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କ’ଣ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା?” ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ? ଆପଣ କ'ଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ,ತಿಯಾ ಕೊನ್ ತರ್? ಎಲಿಯಾ ಕಾಯ್? ಮನುನ್ ಇಚಾರ್‍ಲ್ಯಾನಿ. ತನ್ನಾ ಜುವಾಂವಾನ್, ನಾ, ಮಿಯಾ ನ್ಹಯ್, ಮನುನ್ ಜಬಾಬ್ ದಿಲ್ಯಾನ್. ತನ್ನಾ,“ತಿಯಾ ಪ್ರವಾದಿ ಕಾಯ್?” ಮನುನ್ ತೆನಿ ಇಚಾರ್‍ಲ್ಯಾನಿ. ತನ್ನಾ ತೆನಿ, “ಮಿಯಾ ಪ್ರವಾದಿಬಿ ನ್ಹಯ್.” ಮಟ್ಲ್ಯಾನ್.