John 1:22 — Compare Translations

7 translations compared side by side

Odia - 1840
"ତା'ପରେ ଯିହୂଦୀମାନେ ପଚାରିଲେ, ତବେେ ତୁମ୍ଭେ କିଏ? ତୁମ୍ଭେ ତୁମ୍ଭ ନିଜ ବିଷୟ ରେ କୁହ, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅ। ତୁମ୍ଭେ ନିଜ ବିଷୟ ରେ କ'ଣ କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଏକଥା ମଧ୍ୟ ଅସ୍ୱୀକାର କରିଦେଲେ। ଏଥର ସେମାନେ ପୁଣି ପଚାରିଲେ, “ଆପଣ କିଏ କୁହନ୍ତୁ। କାରଣ ଆମେ ଫେରିଯାଇ ଆମକୁ ଯେଉଁମାନେ ପଠାଇଛନ୍ତି, ସେମାନଙ୍କୁ ଏ କଥାର ଉତ୍ତର ଦେବାକୁ ପଡ଼ିବ। ଆପଣ ନିଜର କି ପରିଚୟ ଦେଉଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୂଦୀମାନେ ପଗ୍ଭରିଲେ, “ତେବେ ତୁମ୍ଭେ କିଏ? ତୁମ୍ଭେ ତୁମ୍ଭ ନିଜ ବିଷୟରେ କୁହ, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅ। ତୁମ୍ଭେ ନିଜ ବିଷୟରେ କ’ଣ କହୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಸೆ ಜಾಲ್ಯಾರ್ ತಿಯಾ ಕೊನ್ ಮನುನ್ ಅಮ್ಕಾ ಸಾಂಗ್, ಅಮ್ಕಾ ಧಾಡುನ್ ದಿಲ್ಲ್ಯಾಕ್ನಿ ಅಮಿ ಜಬಾಬ್ ದಿವ್ಕ್ ಪಾಜೆ, ತುಜೆ ವಿಶಯಾತ್ ತಿಯಾ ಕಾಯ್ ಮನ್ತೆಯ್?” ಮನುನ್ ತೆನಿ ಇಚಾರ್‍ಲ್ಯಾನಿ.