John 1:23 — Compare Translations
7 translations compared side by side
Odia - 1840
"ଯୋହନ ସମାନଙ୍କେୁ ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ବାଣୀ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଭାବବାଦୀ ଯିଶାଇୟଙ୍କ ଉକ୍ତ ଉଦ୍ଧାର କରି କହିଲେ, “ମରୁ ପ୍ରାନ୍ତରରେ ଚିକ୍ରାର କରୁଥିବା ମୁଁ ଗୋଟିଏ କଣ୍ଠ ସ୍ୱର। ମୁଁ କହେ, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର’।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ବାଣୀ କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುವಾಂವಾನ್ ಇಸಾಯಿಯಾ ಪ್ರವಾದ್ಯಾಚಿ ಶಬ್ದಾ ಘೆವ್ನ್ ಜವಾಬ್ ದಿಲ್ಯಾನ್ ಡಂಗ್ಳಿತ್ ಬೊಬ್ ಮಾರ್ತಲೊ ಧನ್ ಮಿಯಾ “ಧನಿಯಾಕ್ ಯೆವ್ಕ್ ವಾಟ್ ನಿಟ್ ಕರಾ!” ಮನುನ್ ಜಬಾಬ್ ದಿಲ್ಯಾನ್.