John 1:24 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନଙ୍କ ଦ୍ୱାରା ପ୍ରେରିତ କେତେକ ବ୍ୟକ୍ତି ଯୋହନଙ୍କୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନେ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವಾನಿ ಧಾಡುನ್ ದಿಲ್ಲ್ಯಾ ಬಾತ್ಮಿ ದಿಲ್ಲ್ಯಾ ಲೊಕಾನಿ,