John 1:25 — Compare Translations

7 translations compared side by side

Odia - 1840
"ଏହି ଲୋକମାନେ ଯୋହନଙ୍କୁ କହିଲେ, ତୁମ୍ଭେ କହୁଛ ଯେ ତୁମ୍ଭେ ଖ୍ରୀଷ୍ଟ ନୁହଁ। ତୁମ୍ଭେ କହୁଛ ଯେ ତୁମ୍ଭେ ଏଲିୟ ନୁହଁ କିମ୍ବା ସହେି ଭବିଷ୍ଯଦ୍ବକ୍ତା ନୁହଁ, ତବେେ ତୁମ୍ଭେ କାହିଁକି ଲୋକମାନଙ୍କୁ ବାପ୍ତିଜିତ ଦେଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
“ଆପଣ ଯଦି ମସୀହ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତେବେ କାହିଁକି ଜଳଦୀକ୍ଷା ଦେଉଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଯୋହନଙ୍କୁ କହିଲେ, “ତୁମ୍ଭେ କହୁଛ ଯେ ତୁମ୍ଭେ ଖ୍ରୀଷ୍ଟ ନୁହଁ। ତୁମ୍ଭେ କହୁଛ ଯେ ତୁମ୍ଭେ ଏଲିୟ ନୁହଁ କିମ୍ବା ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହଁ, ତେବେ ତୁମ୍ଭେ କାହିଁକି ଲୋକମାନଙ୍କୁ ବାପ୍ତିଜିତ ଦେଉଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜುವಾಂವಾಕ್ ಇಚಾರ್‍ಲ್ಯಾನಿ “ತಿಯಾ ಮೆಸ್ಸಿಯಾಬಿ ನ್ಹಯ್ ಹೊಲ್ಯಾರ್, ಎಲಿಯಾಬಿ ನ್ಹಯ್ ಹೊಲ್ಯಾರ್, ಅನಿ ಪ್ರವಾದಿಬಿ ನ್ಹಯ್ ಹೊಲ್ಯಾರ್, ತಸೆ ಜಾಲ್ಯಾರ್, ತಿಯಾ ಕಶೆ ಬಾಲ್ತಿಮ್ ದಿತೆಯ್?”