John 1:28 — Compare Translations
7 translations compared side by side
Odia - 1840
"ଏହି ସବୁ ଘଟଣା ୟର୍ଦ୍ଦନ ନଦୀର ଆର ପଟେ ଥିବା ବେଥାନୀ ଗ୍ରାମ ରେ ଘଟିଥିଲା। ଏହି ସ୍ଥାନ ରେ ଯୋହନ ଲୋକମାନଙ୍କୁ ବାପ୍ତଜିତ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଜଳଦୀକ୍ଷା ଦେଉଥିବା ଯର୍ଦ୍ଦନ ନଦୀର ପୂର୍ବପାଶ୍ୱର୍ସ୍ଥ ବେଥନୀରେ ଏହିସବୁ ଘଟଣା ଘଟିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଘଟଣା ଯର୍ଦ୍ଦନ ନଦୀର ଆର ପଟେ ଥିବା ବେଥାନୀ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊರ್ದಾನ್ ನ್ಹಯ್ಚ್ಯಾ ದಿಸ್ ಉಗಾವ್ತಲ್ಲ್ಯಾ ದಿಕ್ಕಾತ್ ಬೆಥನಿ ಮನ್ತಲೆ ಗಾಂವ್ ಹಾಯ್. ಹಿ ಸಗ್ಳಿ ಗೊಸ್ಟಿಯಾ ಘಡ್ಲ್ಯಾ. ತೆಚ್ ಜುವಾಂವ್ ಲೊಕಾಕ್ನಿ ಬಾಲ್ತಿಮ್ ದಿವ್ಕ್ ಲಾಗಲ್ಲೊ.