John 1:3 — Compare Translations
7 translations compared side by side
Odia - 1840
"ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେହି ବାକ୍ୟ ଦ୍ୱାରା ଈଶ୍ୱର ସମସ୍ତ ସୃଷ୍ଟି କଲେ। ତାଙ୍କ ବିନା କିଛି ହିଁ ସୃଷ୍ଟି ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଦ୍ୱାରା ସବୁକିଛି ସୃଷ୍ଟି ହୋଇଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ತೆಚ್ಯಾ ವೈನಾಚ್ ಸಗ್ಳಿ ಸಾಮಾನಾ ಕರ್ಲ್ಯಾನ್, ತೊ ನಸ್ತಾನಾ ಕಸ್ಲಿಬಿ ಸಾಮಾನಾ ರಚುನ್ ಹೊವ್ಕನಾತ್.