John 1:30 — Compare Translations
7 translations compared side by side
Odia - 1840
"ମୁଁ ଆଗରୁ ଏହି ବ୍ଯକ୍ତିଙ୍କ ବିଷୟ ରେ କହିଥିଲି। ମୁଁ କହିଥିଲି, 'ମାେ ପରେ ଜଣେ ବ୍ଯକ୍ତି ଆସୁଛନ୍ତି, ସେ ମାଠାରୁେ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ। ସେ ସର୍ବଦା ରହିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଏହାଙ୍କୁ ଲକ୍ଷ୍ୟ କରି ମୁଁ କହିଥିଲି, “ସେ ମୋ’ଠାରୁ ମହାନ୍, କାରଣ ତାଙ୍କର ସ୍ଥିତି ମୋର ଜନ୍ମ ପୂର୍ବରୁ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ’ଠାରୁ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ, ସେ ସର୍ବଦା ରହିଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
Odia IRV 2017 (ଓଡିଆ ବାଇବେଲ)
ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಮಾನಾ ಎಕ್ಲೊ ಯೆತಾ, ತೊ ಮಾಜ್ಯಾನ್ಕಿ ಮೊಟೊ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಮಿಯಾ ಉಪ್ಜುಚ್ಯಾ ಅದ್ದಿಚ್ ಹೊತ್ತೊ. ಮನುನ್ ಮಿಯಾ ಸಾಂಗಟಲ್ಲೆ ಹೆಚ್ಯಾಚ್ ವಿಶಯಾತ್.