John 1:31 — Compare Translations
7 translations compared side by side
Odia - 1840
"ମୁଁ ନିଜେ ମଧ୍ଯ ତାହାଙ୍କୁ ଜାଣି ନଥିଲି। କିନ୍ତୁ ଇଶ୍ରାୟେଲ ଯେପରି ଜାଣିପାରବ ଯେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ କରିବା ପାଇଁ ଆସିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ପୂର୍ବରୁ ମୁଁ ଜାଣି ନ ଥିଲି। କିନ୍ତୁ ଇଶ୍ରାୟେଲ ଜାତି ସହିତ ତାଙ୍କୁ ପରିଚିତ କରାଇ ଦେବା ପାଇଁ ମୁଁ ଏହି ଜଳଦୀକ୍ଷା ଦେଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଯେପରି ଜାଣି ପାରିବ ଯେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಕೊನ್ ಮನುನ್ ಮಾಕಾಚ್ ಗೊತ್ತ್ ನತ್ತೆ, ಖರೆ ಮಿಯಾ ಪಾನಿಯಾನಿ ಬಾಲ್ತಿಮ್ ದಿವ್ನ್ ತ್ಯೆಚ್ಯಾ ವಿಶಯಾತ್ ಇಸ್ರಾಯೆಲಾಚ್ಯಾ ಲೊಕಾಕ್ನಿ ತೆಚಿ ವಳಕ್ ಕರುನ್ ದಿವ್ಕ್ ಮನುನ್ ಯೆಲಾ” ಮಟ್ಲ್ಯಾನ್.