John 1:32 — Compare Translations

7 translations compared side by side

Odia - 1840
"ତା'ପରେ ଯୋହନ କହିଲେ, ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ଯ ଜାଣି ନଥିଲି। କିନ୍ତୁ ପରମେଶ୍ବର ମାେତେ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦବୋ ପାଇଁ ପଠଇେଥିଲେ। ଏବଂ ପରମେଶ୍ବର ମାେତେ କହିଥିଲେ, 'ତୁମ୍ଭେ ପବିତ୍ର ଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ଯକ୍ତିଙ୍କ ଉପରେ ସ୍ଥିର ହାଇେ ରହିବା ଦେଖିବ, ସହେି ବ୍ଯକ୍ତି ଯକେି ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିଜିତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ସାକ୍ଷ୍ୟ ଦେଇ କହିଲେ: “କପୋତ ରୂପରେ ପରମାତ୍ମା ସ୍ୱର୍ଗରୁ ଓହ୍ଲାଇ ଆସି ତାଙ୍କ ଉପରେ ଅଧିଷ୍ଠାନ କରିବା ମୁଁ ଦେଖିଲି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋହନ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠେଇଥିଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେହି ବ୍ୟକ୍ତି ଯେକି ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜುವಾಂವಾನ್ ಅಪ್ನಾಚಿ ಸಾಕ್ಷಿ ದಿಲ್ಯಾನ್; ದೆವಾಚೊ ಆತ್ಮೊ ಪಾರಿವಾಳಾಚ್ಯಾ ರುಪಾರ್ ಸರ್‍ಗಾ ವೈನಾ ಉತರ್‍ತಲೆ, ಅನಿ ತೆಚೆ ವರ್ತಿ ಬಸಲ್ಲೆ ಮಿಯಾ ಬಗಟ್ಲೊ.