John 1:33 — Compare Translations

6 translations compared side by side

Odia - 1840
"ଯୋହନ କହିଲେ, ଏସବୁ ଘଟିବାର ମୁଁ ଦେଖିଛି। ସ୍ବର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସହେି ଆତ୍ମା ଗୋଟିଏ କପୋତ ପରି ଦଖାେ ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଏ ସେହି ବ୍ୟକ୍ତି ବୋଲି ସେତେବେଳେ ମୁଁ ଜାଣି ନ ଥିଲି, କିନ୍ତୁ ଜଳଦୀକ୍ଷା ଦେବା ପାଇଁ ଯେଉଁ ଈଶ୍ୱର ମୋତେ ପଠାଇଛନ୍ତି, ସେ ମୋତେ ଜଣାଇଲେ, ‘ମୋର ଆତ୍ମା ଜଣେ ବ୍ୟକ୍ତିଙ୍କ ଉପରକୁ ଅବତରଣ କରି ଆସି ଅଧିଷ୍ଠାନ କରିବା ତୁମେ ଦେଖିବ। ପବିତ୍ରଆତ୍ମାରେ ଯେ ଦୀକ୍ଷା ଦେବେ, ଏ ହେଉଛନ୍ତି ସେହି ବ୍ୟକ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್‍ಬಿ ತೊ ಕೊನ್ ಮನುನ್ ಮಾಕಾ ಗೊತ್ತ್ ನತ್ತೆ. ಖರೆ ಮಾಕಾ ಪಾನಿಯಾನ್ ಬಾಲ್ತಿಮ್ ದಿವ್ಕ್ ಮನುನ್ ಧಾಡುನ್ ದಿಲ್ಲ್ಯಾ ದೆವಾನ್, ಕೊನಾಚ್ಯಾ ವರ್ತಿ ದೆವಾಚೊ ಆತ್ಮೊ ಉತರ್‍ತಲೊ ತುಕಾ ದಿಸ್ತಾ, ತೊಚ್ ಪವಿತ್ರ್ ಆತ್ಮ್ಯಾನ್ ಬಾಲ್ತಿಮ್ ದಿತಲೊ ಮನುನ್ ಮಾಕಾ ಸಾಂಗಟಲ್ಲ್ಯಾನ್.