John 1:34 — Compare Translations

7 translations compared side by side

Odia - 1840
"ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ଵରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଟଣା ମୁଁ ଦେଖିଛି, ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ସେ ହେଉଛନ୍ତି ଈଶ୍ୱରଙ୍କ ପୁତ୍ର।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುವಾಂವಾನ್, “ಮಿಯಾ ತೆ ಬಗಟ್ಲೊ ಅನಿ ಮಿಯಾ ತುಮ್ಕಾ ಸಾಂಗ್ತಾ ತೊಚ್ ದೆವಾಚೊ ಲೆಕ್” ಮಟ್ಲ್ಯಾನ್ ಅನಿ ಸಾಕ್ಷಿ ದಿಲ್ಯಾನ್.