John 1:35 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ଯୋହନ ପୁଣି ସଠାେରେ ଥିଲେ। ତାଙ୍କ ସହିତ ତାହାଙ୍କର ଦୁଇ ଜଣ ଶିଷ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ଯୋହନ ତାଙ୍କର ଦୁଇ ଜଣ ଶିଷ୍ୟଙ୍କ ସହିତ ସେହିଠାରେ ଠିଆ ହୋଇଥିବା ବେଳେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ପ୍ରଥମ ଶିଷ୍ୟମାନେ ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ದುಸ್ರೆಂದಿಸಿ ಅನಿ ಎಗ್ದಾ ಅಪ್ಲ್ಯಾ ದೊಗೆ ಜಾನಾ ಶಿಸಾಂಚ್ಯಾ ವಾಂಗ್ಡಾ ಥೈ ಇಬೆ ಹೊತ್ತೊ.