John 1:36 — Compare Translations
7 translations compared side by side
Odia - 1840
"ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ବାଟେ ଯୀଶୁ ଚାଲି ଯାଉଥିବା ଦେଖି ଯୋହନ କହିଲେ: “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯୋହନ ଯୀଶୁଙ୍କୁ ଯିବାର ଦେଖିଲେ। ସେ କହିଲେ, “ଦେଖ, ପରମେଶ୍ୱରଙ୍କର ମେଷଶାବକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುವಾಂವಾನ್ ಜೆಜು ಥೈತ್ನಾ ಯೆತಲೊ ಬಗಟ್ಲ್ಯಾನ್, ಅನಿ, “ಹೆ ದೆವಾಚೆ ಬೊಕ್ಡು!” ಮಟ್ಲ್ಯಾನ್.