John 1:37 — Compare Translations
7 translations compared side by side
Odia - 1840
"ସହେି ଦୁଇଜଣ ଶିଷ୍ଯ ଯୋହନଙ୍କ କଥା ଶୁଣିଲେ, ତେଣୁ ସମାନେେ ଯୀଶୁଙ୍କ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ସେହି ଦୁଇ ଶିଷ୍ୟ ଯୀଶୁଙ୍କୁ ଅନୁସରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ತ್ಯೆಚ್ಯಾ ಗೊಸ್ಟಿಯಾ ಆಯ್ಕುನ್ ತಿ ದೊಗ್ಜಾನಾ ಶಿಸಾ ಜೆಜುಚಿ ಫಾಟ್ ಧರುನ್ ಗೆಲೆ.