John 1:4 — Compare Translations
7 translations compared side by side
Odia - 1840
"ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ବାକ୍ୟ ଥିଲେ ଜୀବନର ଉତ୍ସ ଓ ସେହି ଜୀବନ ହିଁ ମାନବ ଜାତିର ଜ୍ୟୋତି।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಬ್ದಾತ್ ಜಿವ್ ಹೊತ್ತೊ, ತೊ ಜಿವ್ ಸಗ್ಳ್ಯಾ ಲೊಕಾಕ್ನಿ ಉಜ್ವೊಡ್ ಹೊವ್ನ್ ಹೊತ್ತೊ.