John 1:40 — Compare Translations
7 translations compared side by side
Odia - 1840
"ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಚೆ ಆಯ್ಕುನ್ ಜೆಜುಚ್ಯಾ ಫಾಟ್ನಾ ಗೆಲ್ಲ್ಯಾ ದೊಗಾ ಶಿಸಾನಿತ್ಲೊ ಎಕ್ಲೊ ಸಿಮಾವ್ ಪೆದ್ರುಚೊ ಭಾವ್ ಅಂದ್ರು ಹೊತ್ತೊ.