John 1:41 — Compare Translations
7 translations compared side by side
Odia - 1840
"ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ଆନ୍ଦ୍ରିୟ ତାଙ୍କ ଭାଇ ଶିମୋନଙ୍କ ଦେଖାପାଇ କହିଲେ, “ଆମେ ମସୀହଙ୍କ ଦେଖାପାଇଛୁ।” (‘ମସୀହ’ର ଅର୍ଥ ଖ୍ରୀଷ୍ଟ)
Odia Bible ERV 2004 (ପବିତ୍ର ବାଇବଲ)
ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಪ್ನಾಚ್ಯಾ ಭಾವಾ ಸಿಮಾವಾಕ್ ಭೆಟಲ್ಲ್ಯಾ ತನ್ನಾ ತೆನಿ, “ಅಮ್ಕಾ ಮೆಸ್ಸಿಯಾ ಗಾವ್ಲೊ” ಮಟ್ಲ್ಯಾನ್ ಮೆಸ್ಸಿಯಾ, ಮಟ್ಲ್ಯಾರ್ ಕ್ರಿಸ್ತ್. ಮನುನ್ ತೆಕಾ ಸಾಂಗಟ್ಲ್ಯಾನ್.