John 1:42 — Compare Translations

7 translations compared side by side

Odia - 1840
"ତା'ପରେ ଆନ୍ଦ୍ରିୟ ଶିମାନଙ୍କେୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମାନେ। ତୁମ୍ଭକୁ କଫୋ ନାମ ରେ ଡକା ହବେ। (କଫୋ ଅର୍ଥାତ୍ ପିତର।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଶିମୋନଙ୍କୁ ଯୀଶୁଙ୍କ ନିକଟକୁ ନେଇଗଲେ। ଯୀଶୁ ଶିମୋନଙ୍କୁ ଚାହିଁ କହିଲେ: “ତୁମେ ଯୋହନଙ୍କ ପୁତ୍ର ଶିମୋନ, କିନ୍ତୁ ତୁମେ କେମ୍ପା ନାମରେ ଖାଦ୍ୟ ହେବ।” (କେମ୍ପା ଶବ୍ଦର ଅର୍ଥ ପିତର ବା “ପତର”)
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆନ୍ଦ୍ରିୟ ଶିମୋନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଗ୍ଭହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭକୁ କେଫା ନାମରେ ଡକା ହେବ।” (“କେଫା” ଅର୍ଥାତ୍ “ପିତର।”)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಸಿಮಾವಾಕ್ ಜೆಜುಕ್ಡೆ ಬಲ್ವುನ್ ಘೆವ್ನ್ ಯೆಲೊ. ತನ್ನಾ ಜೆಜುನ್ ತೆಕಾ ಬಗುನ್, “ತಿಯಾ ಜುವಾಂವಾಚೊ ಲೆಕ್ ಸಿಮಾವ್, ಖರೆ ತುಕಾ ಹ್ಯಾನ್ ಫಿಡೆ ಕೆಫಾಸ್ ಮನ್ತಾತ್”. ಕೆಫಾಸ್ ಮಟ್ಲ್ಯಾರ್, ಪೆದ್ರು ನಾಹೊಲ್ಯಾರ್, ಗುಂಡೊ.