John 1:43 — Compare Translations

7 translations compared side by side

Odia - 1840
"ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” (
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲି‌ପ୍‌ପଙ୍କୁ ଦେଖି କହିଲେ, “ମୋର ଅନୁସରଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
Odia IRV 2017 (ଓଡିଆ ବାଇବେଲ)
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರೆಂದಿಸಿ ಜೆಜುನ್ ಗಾಲಿಲಿಯಾಕ್ ಜಾವ್ಚೆ ಮನುನ್ ನಿರ್‍ದಾರ್ ಕರ್ಲ್ಯಾನ್, ತನ್ನಾ ತೆಕಾ ಫಿಲಿಪ್ ಗಾವ್ಲೊ. ತೆಕಾ ಜೆಜುನ್ “ಮಾಜ್ಯಾ ಫಾಟ್ನಾ ಯೆ!” ಮಟ್ಲ್ಯಾನ್.