John 1:44 — Compare Translations

7 translations compared side by side

Odia - 1840
"ଫିଲିପ୍ପ ମଧ୍ଯ ଆନ୍ଦ୍ରିୟ ଓ ପିତରଙ୍କ ପରି ବେଥ୍ସାଇଦା ସହରର ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ବାସସ୍ଥାନ ବେଥ୍ସାଇଦାରେ ରହୁଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪ್‍ಬಿ ಬೆತ್ಸಾಯಿದಾ ಮನ್ತಲ್ಯಾ, ಅಂದ್ರು, ಅನಿ ಪೆದ್ರುಂಚ್ಯಾ ಶಾರಾಚೊಚ್.