John 1:47 — Compare Translations
7 translations compared side by side
Odia - 1840
"ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନିଥ୍ନିୟେଲଙ୍କୁ ଆସୁଥିବା ଦେଖି କହିଲେ, “ଏ ଜଣେ ପ୍ରକୃତ ଇଶ୍ରାୟେଲୀୟ। ଏହାଙ୍କଠାରେ ତିଳେ ହେଲେ କପଟତା ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଥନିୟେଲଙ୍କୁ ତାହାଙ୍କ ଆଡ଼େ ଆସିବାର ଦେଖିଲେ। ସେ କହିଲେ, “ଏହି ଲୋକ ପ୍ରକୃତରେ ପରମେଶ୍ୱରଙ୍କର ଜଣେ ବ୍ୟକ୍ତି। ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಕ್ಡೆ ಯೆತಲ್ಯಾ ನಾಥಾನಾಯೆಲಾಕ್ ಬಗುನ್ ಜೆಜುನ್, “ಹ್ಯೊ ಎಕ್ ಖರೊ ಇಸ್ರಾಯೆಲ್ಕಾರ್, ತ್ಯೆಚ್ಯಾ ಭುತ್ತುರ್ ಕಸ್ಲಿಬಿ ಚುಕ್ ನಾ!” ಮಟ್ಲ್ಯಾನ್.