John 1:49 — Compare Translations
7 translations compared side by side
Odia - 1840
"ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିଥ୍ନିୟେଲ କହିଲେ, “ଗୁରୁ ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର, ଆପଣ ଇଶ୍ରାୟେଲର ରାଜା।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
Odia IRV 2017 (ଓଡିଆ ବାଇବେଲ)
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ୱରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ನಾಥಾನಾಯೆಲಾನ್, “ಗುರುಜಿ, ತಿಯಾ ದೆವಾಚೊ ಲೆಕ್! ಇಸ್ರಾಯೆಲಾಚೊ ರಾಜಾ!” ಮನುನ್ ಜಬಾಬ್ ದಿಲ್ಯಾನ್.