John 1:50 — Compare Translations

7 translations compared side by side

Odia - 1840
"ଯୀଶୁ ନିଥନିଯଲଙ୍କେୁ କହିଲେ, ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମାେତେ ବିଶ୍ବାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ ରେଷ୍ଠତର ବିଷୟ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ଡିମିରି ଗଛ ତଳେ ତୁମକୁ ଦେଖିଥିଲି ବୋଲି କହିବାରୁ ତୁମର କ’ଣ ମୋ’ଠାରେ ବିଶ୍ୱାସ ହୋଇଛି! ଏହାଠାରୁ ଆହୁରି ଚମକ୍ରାର ବିଷୟ ସବୁ ତୁମେ ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା’ଠାରୁ ଆହୁରି ଶ୍ରେଷ୍ଠତର ବିଷୟ ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍ ମହତ‍୍ ବିଷୟ ଦେଖିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ, “ಅಂಜುರಾಚ್ಯಾ ಝಾಡಾ ಬುಡಿ ಹೊತ್ತ್ಯಾ ತನ್ನಾ ಮಿಯಾ ತುಕಾ ಬಗಟ್ಲೊ ಮನುನ್ ಸಾಂಗಟಲ್ಲ್ಯಾಸಾಟಿ ತಿಯಾ ಮಾಕಾ ವಿಶ್ವಾಸ್ ಕರ್‍ತೆ ಕಾಯ್? ಹೆಚ್ಯಾನ್ಕಿಬಿ ಮೊಟಿ ಕಾಮಾ ತಿಯಾ ಬಗ್ತೆಯ್” ಮಟ್ಲ್ಯಾನ್.