John 1:51 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ ସ୍ବର୍ଗ ଖାଲିେ ୟିବାର ଦେଖିବ। ତୁମ୍ଭମାନେେ ପରମେଶ୍ବରଙ୍କ 'ଦୂତମାନଙ୍କୁ ମନୁଷ୍ଯପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ' କରୁଥିବାର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି କହିଲେ: “ତୁମେ ସ୍ୱର୍ଗଦ୍ୱାର ଉନ୍ମୁକ୍ତ ହେବା ଦେଖିବ। ପୁଣି ଈଶ୍ୱରଙ୍କ ଦୂତମାନେ ମନୁଷ୍ୟପୁତ୍ରଙ୍କ ଉପରେ ଅବତରଣ ଓ ଆରୋହଣ କରିବା ମଧ୍ୟ ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ୱରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಕಾ, “ಮಿಯಾ ತುಮ್ಕಾ ಖರೆಚ್! ಸಾಂಗ್ತಾ: ಮಾನ್ಸಾಚ್ಯಾ ಲೆಕಾಚ್ಯಾ ವರ್ತಿ ಸರ್ಗ್ ಉಗ್ಡುನ್ ದೆವಾಚಿ ದುತಾ ಚಡ್ತಲೆ ಅನಿ ಉತರ್ತಲೆ ತುಮಿ ಬಗ್ತ್ಯಾಶಿ” ಮನುನ್ ಸಾಂಗಟ್ಲ್ಯಾನ್.