John 1:6 — Compare Translations
7 translations compared side by side
Odia - 1840
"ଯୋହନ ନାମକ ଜଣେ ବ୍ଯକ୍ତି ଥିଲେ। ତାହାଙ୍କୁ ପରମେଶ୍ବର ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଜ୍ୟୋତି ବିଷୟରେ ସାକ୍ଷ୍ୟ ଦେବାକୁ ଯୋହନ ନାମକ ଜଣେ ବ୍ୟକ୍ତିଙ୍କୁ ଈଶ୍ୱର ପ୍ରେରଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಧಾಡುನ್ ದಿಲ್ಲೊ ಎಕ್ ಮಾನುಸ್ ಹೊತ್ತೊ, ತೆಚೆ ನಾಂವ್ ಜುವಾಂವ್,