John 1:7 — Compare Translations

7 translations compared side by side

Odia - 1840
"ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମଗ୍ର ମାନବ ଜାତି ଏହି ସମ୍ବାଦ ଶୁଣି ଯେପରି ବିଶ୍ୱାସ କରିବେ, ସେଥିପାଇଁ ଯୋହନ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟରେ ଶୁଣିପାରିଲେ ଓ ବିଶ୍ୱାସ କରି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಲೊಕಾಕ್ನಿ ಉಜ್ವೊಡಾಚ್ಯಾ ವಿಶಯಾತ್ ಸಾಕ್ಷಿ ದಿವ್ಕ್ ಮನುನ್ ಯೆಲೊ, ಅಶೆ ಸಗ್ಳಿ ಲೊಕಾ ಹಿ ಖಬರ್ ಆಯ್ಕುನ್ ವಿಶ್ವಾಸ್ ಕರುಸಾಟ್ನಿ ಮನುನ್ ತೊ ಯೆಲೊ.