John 1:8 — Compare Translations
7 translations compared side by side
Odia - 1840
"ଯୋହନ ନିଜେ ଆଲୋକ ନଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ନିଜେ ସେହି ଜ୍ୟୋତି ନ ଥିଲେ, କିନ୍ତୁ ଜ୍ୟୋତି ବିଷୟରେ ସାକ୍ଷ୍ୟ ଦେବାକୁ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಅಪ್ನಿಚ್ ಉಜ್ವೊಡ್ ನ್ಹಯ್ ಹೊತ್ತೊ, ತೊ ಖಾಲಿ ಉಜ್ವೊಡಾಚ್ಯಾ ವಿಶಯಾತ್ ಸಾಕ್ಷಿ ದಿವ್ಕ್ ಮನುನ್ ಯೆಲ್ಲೊ.