John 1:9 — Compare Translations

7 translations compared side by side

Odia - 1840
"ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଜ୍ୟୋତି ଜଗତକୁ ଆସି ସମଗ୍ର ମାନବ ଜାତିକୁ ଆଲୋକିତ କରେ- ତାହା ହିଁ ପ୍ରକୃତ ଜ୍ୟୋତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಂಚ್ಯಾ ವರ್ತಿ ಫಾಕ್ತಲೊ ಖರೊ ಉಜ್ವೊಡ್ ಹ್ಯೊಚ್.