John 10:13 — Compare Translations

7 translations compared side by side

Odia - 1840
"ସେ ଲୋକଟି ଦୌଡି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତ ରେ ମଷେମାନଙ୍କର ଯତ୍ନ ନିଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ବର୍ତ୍ତନଗ୍ରାହକ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୂଲ ନେଇ ମେଷ ଜଗିଥାଏ, ସେ ପଳାଇଯାଏ, କାରଣ ସେ ଜଣେ ମୂଲିଆ ମାତ୍ର– ମେଷମାନଙ୍କ ପାଇଁ ତା’ର ଦରଦ ନ ଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಜುರಿಚೊ ಮಾನುಸ್ ಮಜುರಿನ್ ರ್‍ಹಾತಾ ತೆಕಾ ಬಕ್ರ್ಯಾಂಚೆ ಪಡುನ್ ಗೆಲ್ಲೆ ನಾ. ತಸೆಮನುನ್ ತೊ ತೆಂಕಾ ಸೊಡುನ್ ಪಳುನ್ ಜಾತಾ.