John 10:16 — Compare Translations

7 translations compared side by side

Odia - 1840
"ମାରେ ଅନ୍ୟ ମଷେମାନେ ମଧ୍ଯ ଅଛନ୍ତି। ସମାନେେ ଏହି ପଲ ରେ ନାହାଁନ୍ତି। ମୁଁ ସମାନଙ୍କେୁ ମଧ୍ଯ ଆଣିବି। ସମାନେେ ମାରେ ସ୍ବର ଶୁଣିବେ। ଭବିଷ୍ଯତ ରେ ଗୋଟିଏ ପଲ ହବେ ଓ ସେ ପଲର ଜଣେ ମଷେପାଳକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି ସେମାନେ ମୋହର ସ୍ଵର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଆହୁରି ଅନ୍ୟ ମେଷ ଅଛନ୍ତି, ଯେଉଁମାନେ ଏହି ପଲ ଭିତରେ ନାହାନ୍ତି। ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ପଡ଼ିବ। ସେମାନେ ମୋର ଡାକ ଶୁଣିବେ ଏବଂ ସମସ୍ତେ ଗୋଟିଏ ମେଷପାଳକର ଗୋଟିଏ ପଲ ହୋଇ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬಕ್ರ್ಯಾಂಚ್ಯಾ ತಾಂಡ್ಯಾತ್ ನಸಲ್ಲಿ ಮಾಕಾ ಸಮಂದ್ ಪಡಲ್ಲಿ ಅನಿ ಉಲ್ಲಿ ಬಕ್ರಿ ಹಾತ್‍. ತೆಂಕಾಬಿ ಮಿಯಾ ಫಾಟಿ ಹಾನುಕ್ ಪಾಜೆ, ತೆನಿ ಮಾಜೊ ಧನ್ ಆಯಿಕ್ತ್ಯಾತ್ ಅನಿ ತೆನಿ ಎಕುಚ್ ಕುರ್‍ಬುರಾಚ್ಯಾ ಎಕುಚ್ ತಾಂಡ್ಯಾತ್ ರ್‍ಹಾತ್ಯಾತ್.