John 10:17 — Compare Translations

7 translations compared side by side

Odia - 1840
"ପରମପିତା ମାେତେ ପ୍ ରମେ କରନ୍ତି କାରଣ ମୁଁ ମାେ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେ ହତେୁ ମୁଁ ପୁନର୍ବାର ସହେି ଜୀବନ ଲାଭ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ମୋର ଜୀବନ ଉତ୍ସର୍ଗ କରୁଥିବାରୁ ପିତା ଈଶ୍ୱର ମୋତେ ପ୍ରେମ କରନ୍ତି। ଯଦି ମୁଁ ମୋ ଜୀବନ ଦାନ କରେ, ତେବେ ତାହା ପୁଣି ଫେରି ପାଇବି।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ಬಾಬಾ ಮಾಕಾ ಪ್ರೆಮ್ ಕರ್‍ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಮಾಜೊ ಜಿವ್ ದಿವ್ಕ್ ಸೈತ್ ತಯಾರ್ ಹಾಂವ್. ತೊ ಜಿವ್ ಮಿಯಾ ಅನಿ ಪರ್ತುನ್ ಖಮ್ವುನ್ ಘೆವ್ಕ್ ಹೊತಾ.