John 10:18 — Compare Translations

7 translations compared side by side

Odia - 1840
"ମାେ'ଠାରୁ କହେି ମାେ ଜୀବନ ନଇେ ପାରିବ ନାହିଁ। ମୁଁ ସ୍ବେଚ୍ଛା ରେ ମାେ ଜୀବନ ଦିଏ। ମାରଜେୀବନ ଦବୋର ଅଧିକାର ଅଛି। ଏବଂ ମାରେ ପୁନର୍ବାର ଜୀବନ ଫରେି ପାଇବାର ମଧ୍ଯ ଅଧିକାର ରହିଛି। ଏହି କଥା ମାେତେ ପରମପିତା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ଜୀବନକୁ ଅନ୍ୟ କେହି ନେଇ ପାରିବ ନାହିଁ। ତାହା ମୁଁ ସ୍ୱେଚ୍ଛାରେ ଦାନ କରିବି। ନିଜ ଜୀବନ ଦାନ କରିବା ପାଇଁ ଓ ତାକୁ ଫେରାଇ ଆଣିବା ପାଇଁ ମୋର ଅଧିକାର ଅଛି। ଏହା କରିବା ପାଇଁ ପିତା ଈଶ୍ୱର ମୋତେ ଆଜ୍ଞା ଦେଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನಾಕ್ಬಿ ಮಾಜೊ ಜಿವ್ ಕಾಡುನ್‍ ಘೆವ್ಕ್ ಹೊಯ್ನಾ, ಮಿಯಾ ಮಾಜ್ಯಾ ಸ್ವಂತ್ ಕುಶಿನ್ ತೊ ದಿತಾ. ಅನಿ ತೊ ಜಿವ್ ಪರ್ತುನ್ ಘೆತಲೊ ಹಕ್ಕ್ ಮಾಕಾ ಹಾಯ್, ಹೆ ಕರುಸಾಟ್ನಿ ಮನುನ್ ಮಾಜ್ಯಾ ಬಾಬಾನ್ ಮಾಕಾ ಹುಕುಮ್ ದಿಲ್ಯಾನಾಯ್.