John 10:19 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧିଅରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କର ଏହି କଥା ଯୋଗୁଁ ପୁନର୍ବାର ଲୋକମାନଙ୍କ ମଧ୍ୟରେ ମତଭେଦ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹ್ಯಾ ಗೊಸ್ಟಿಯಾಕ್ನಿ ಲಾಗುನ್ ಜುದೆವಾತ್ನಿ ಭಾಗ್ ಹೊಲ್ಲೊ ಹೊತ್ತೊ.