John 10:21 — Compare Translations
7 translations compared side by side
Odia - 1840
"କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, ନିଜ ଭିତ ରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କ ହେ ନାହିଁ। ଗୋଟିଏ ଭୂତ କ'ଣ କବେେ ଅନ୍ଧ ଲୋକର ଆଖି ଭଲ କରି ଦଇେ ପାରିବ? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କଅଣ ଅନ୍ଧର ଆଖି ଫିଟାଇ ପାରେଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ କହିଲେ, “ଭୂତଗ୍ରସ୍ତ ଲୋକ ଏପରି କଥା କହି ପାରନ୍ତା ନାହିଁ। ପୁଣି ଭୂତ କ’ଣ ଅନ୍ଧକୁ ଦୃଷ୍ଟି ଦାନ କରିପାରନ୍ତା?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, “ନିଜ ଭିତରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କହେ ନାହିଁ। ଗୋଟିଏ ଭୂତ କ’ଣ କେବେ ଅନ୍ଧ ଲୋକର ଆଖି ଭଲ କରି ଦେଇ ପାରିବ? ନା!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?
Odia IRV 2017 (ଓଡିଆ ବାଇବେଲ)
ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅನಿ ಹುರಲ್ಲೆ, “ಗಿರೊಲಾಗಲ್ಲೊ ಮಾನುಸ್ ಅಸೊ ಬೊಲಿ ನಾ! ಎಕ್ ಗಿರ್ಯಾನ್ ಕುಡ್ಡ್ಯಾ ಮಾನ್ಸಾಕ್ ದಿಸಿ ಸರ್ಕೆ ಕರುಕ್ ಹೊತಾ ಕಾಯ್?” ಮನುಲಾಗಲ್ಲೆ.