John 10:22 — Compare Translations
7 translations compared side by side
Odia - 1840
"ସେତବେେଳେ ଶୀତଋତୁ। ୟିରୂଶାଲମ ରେ 'ମନ୍ଦିର ପ୍ରତିଷ୍ଠା' ପର୍ବ ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶୀତ ଋତୁ– ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ଉତ୍ସବ ଚାଲିଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିରୁଦ୍ଧରେ ଯିହୂଦୀମାନେ ସେତେବେଳେ ଶୀତଋତୁ। ଯିରୁଶାଲମରେ ‘ମନ୍ଦିର ପ୍ରତିଷ୍ଠା’ ପର୍ବ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥಂಡಿಚಿ ದಿಸಾ ತಿ, ಅನಿ ದೆವಾಚ್ಯಾ ಗುಡಿಚೊ ಬೆಟ್ವುತಲೊ ಸನ್ ಜೆರುಜಲೆಮಾತ್ ಹೊವ್ನ್ ಸರಲ್ಲೊ.