John 10:24 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ଯୀଶୁଙ୍କ ଚାରିପାଖେ ଘରେିଗଲେ। ସମାନେେ ପଚାରିଲେ, ତୁମ୍ଭେ କେତେ ସମୟ ପର୍ୟ୍ଯନ୍ତ ନିଜ ବିଷୟ ରେ ଆମ୍ଭକୁ ସନ୍ଦହେ ରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ ତବେେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯିହୁଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଲୋକମାନେ ତାଙ୍କୁ ଘେରି ପଚାରିଲେ, “ଆଉ କେତେ ଦିନ ଆମକୁ ଏହି ସନ୍ଦେହରେ ରଖିବେ? ସତ କଥା ଖୋଲି କହି ଦିଅନ୍ତୁ- ଆପଣ କ’ଣ ମସୀହ?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುದೆವ್ ಲೊಕಾ ತ್ಯೆಚ್ಯಾ ಭೊತ್ಯಾನಿ ಗೊಳಾ ಹೊಲಿ, ಅನಿ, “ಅಮ್ಕಾ ಅನಿ ಕವ್ಡೆ ಪತರ್ ಸಾಂಗಿನಸ್ತಾನಾಚ್ ರ್‍ಹಾತೆಯ್? ಮನುನ್ ಅಮ್ಕಾ ಖರೆಚ್! ಫೊಡುನ್ ಸಾಂಗ್” ತಿಯಾ ಮೆಸ್ಸಿಯಾ ಕಾಯ್? ಮನುನ್ ಇಚಾರ್‍ಲ್ಯಾನಿ.