John 10:25 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ବାସ କରୁ ନାହଁ। ମୁଁ ମାରେ ପରମପିତାଙ୍କ ନାମ ରେ ଅନକେ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛି। ସହେି ଆଶ୍ଚର୍ୟ୍ଯକାର୍ୟ୍ଯ ସବୁ ଦର୍ଶାଏ ଯେ, ମୁଁ କିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ଵାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୁଁ ଆଗରୁ କହି ସାରିଛି। ତୁମେ ତ ମୋତେ ବିଶ୍ୱାସ କରୁ ନାହଁ। ପିତା ଈଶ୍ୱରଙ୍କଠାରୁ କ୍ଷମତା ପାଇ ମୁଁ ଯେଉଁସବୁ କାର୍ଯ୍ୟ କରୁଛି, ତାହା କ’ଣ ମୋ’ ସପକ୍ଷରେ ପ୍ରମାଣ ଦେଉ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ। ମୁଁ ମୋର ପରମପିତାଙ୍କ ନାମରେ ଅନେକ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛି। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ସବୁ ଦର୍ଶାଏ ଯେ, ମୁଁ କିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ಮಿಯಾ ತುಮ್ಕಾ ಹೆಚ್ಯಾ ವಿಶಯಾತ್ ಸಾಂಗುನ್ ಹೊಲಾ, ಖರೆ ತುಮಿ ವಿಶ್ವಾಸ್ ಕರಿನಾ ಹೊಲ್ಯಾಶಿ. ಮಿಯಾ ಕರ್‍ತಲಿ ಸಗ್ಳಿ ಕಾಮಾ ಮಾಜ್ಯಾ ಬಾಬಾಚ್ಯಾ ಅದಿಕಾರ್‍ಯಾನ್ ಮಿಯಾ ಹಿ ಕಾಮಾ ಮಾಜ್ಯಾ ವಿಶಯಾತ್ ಸಾಕ್ಷಿ ದಿತ್ಯಾತ್.