John 10:26 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭେ ବିଶ୍ବାସ କରୁନାହଁ, କାରଣ ତୁମ୍ଭେ ମାରେ ମଷେ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ବିଶ୍ଵାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ତୁମେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋର ମେଷ ନୁହଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେ ମୋର ମେଷ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ವಿಶ್ವಾಸ್ ಕರಿನ್ಯಾಸಿ, ತಸೆಮನುನ್ ತುಮಿ ಮಾಜಿ ಬಕ್ರಿ ನ್ಹಯ್.