John 10:27 — Compare Translations

7 translations compared side by side

Odia - 1840
"ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ମେଷସବୁ ମୋହର ସ୍ଵର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ମେଷମାନେ ମୋର ଡାକ ଶୁଣନ୍ତି। ମୁଁ ସେମାନଙ୍କୁ ଜାଣେ ଏବଂ ସେମାନେ ମୋତେ ଅନୁସରଣ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସ୍ୱର ମୋ’ ମେଷମାନେ ଶୁଣନ୍ତି। ମୁଁ ସେମାନଙ୍କୁ ଜାଣେ ଓ ସେମାନେ ମୋତେ ଅନୁସରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Odia IRV 2017 (ଓଡିଆ ବାଇବେଲ)
ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜಿ ಬಕ್ರಿ ಮಾಜೊ ಧನ್ ಆಯಿಕ್ತ್ಯಾತ್ ಮಿಯಾ ತೆಂಕಾ ವಳಕ್ತಾ, ಅನಿ ತೆನಿ ಮಾಜ್ಯಾ ಫಾಟ್ನಾ ಯೆತಾತ್.