John 10:28 — Compare Translations
7 translations compared side by side
Odia - 1840
"ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ସେମାନଙ୍କୁ ଅନ; ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦାନ କରେ, ସେମାନେ କେବେ ବିନଷ୍ଟ ହେବେ ନାହିଁ। ସେମାନଙ୍କୁ ମୋ’ ପାଖରୁ କେହି ଛଡ଼ାଇ ନେଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜ ମେଷମାନଙ୍କୁ ଅନନ୍ତ ଜୀବନ ଦିଏ। ସେମାନେ କଦାପି ମରିବେ ନାହିଁ। ସେମାନଙ୍କୁ ମୋ’ ହାତରୁ କେହି ଛଡ଼େଇ ନେଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ದಿತಾ, ತೆನಿ ಕನ್ನಾಬಿ ಮರಿನ್ಯಾತ್. ಕೊನಾಚ್ಯಾನ್ಬಿ ತೆಂಕಾ ಮಾಜೆಕ್ನಾ ಕಾಡುನ್ ಘೆವ್ಕ್ ಅನಿ ಮಾಜ್ಯಾಕ್ನಾ ಧುರ್ ಕರುಕ್ ಹೊಯ್ನಾ.